Please wait...
About Us
|
Contact Us
Login
MENU
Odisha
National/International
Sports/Entertainment
Special
Editorial
ODISHA NEWS LIVE
Odisha
National/International
Sports/Entertainment
Special
Editorial
Trending Now
GST ଆଇନ ଅଧୀନରେ ଗିରଫଦାରୀ ସମ୍ପର୍କରେ ତଥ୍ୟ ଦାଖଲ ପାଇଁ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ମେ ୯ରେ ପରବର୍ତ୍ତୀ ଶୁଣାଣି
ସମସ୍ତ ରାଜ୍ୟରେ ଯାଞ୍ଚ କରାଯିବ MDH ଓ ଏଭରେଷ୍ଟ ମସଲା
ଓଡ଼ିଶା ଆସିବେ କେନ୍ଦ୍ର ମନ୍ତ୍ରୀ ଏସ୍ ଜୟଶଙ୍କର ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା
ବିରୋଧୀ ଦଳକୁ ଶାସକ ଦଳର ବିରୋଧୀ ନୁହନ୍ତି ବରଂ ବିକାଶ ବିରୋଧୀ : କାର୍ତ୍ତିକ ପାଣ୍ଡିଆନ
ରୀତିନୀତି ବିନା ହିନ୍ଦୁ ବିବାହ ଅବୈଧ, ପଞ୍ଜୀକରଣ ଯଥେଷ୍ଟ ନୁହେଁ : ସୁପ୍ରିମକୋର୍ଟ
Sunday, May 5, 2024
Published on: Friday, May 03, 2024
Odisha
ଓଡ଼ିଶା ଆସିବେ କେନ୍ଦ୍ର ମନ୍ତ୍ରୀ ଏସ୍ ଜୟଶଙ୍କର ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା
ଓଏନଏଲ୍(ବ୍ୟୁୁରୋ) -ଆସନ୍ତାକାଲିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ବୈଦେଶିକ ବ୍ୟପାର ମନ୍ତ୍ରୀ ଏସ୍ ଜୟଶଙ୍କର । କଟକ, ଭୁବନେଶ୍ୱର ଓ ସମ୍ବଲପୁରରେ ଥିବା ବିଜେପି ବୁଦ୍ଧିଜୀବୀଙ୍କୁ କେନ୍ଦ୍ର ବୈଦେଶିକ ବ୍ୟପାର ମନ୍ତ୍ରୀ ଏସ୍ ଜୟଶଙ୍କର ଭେଟିବା କାର୍ଯ୍ୟକ୍ରମ ଥିବା ନେଇ ବରିଷ୍ଠ ବିଜେପି ନେତା ଗୋଲକ ମହାପାତ୍ର ଆଜି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।ଏହି...
Published on: Friday, May 03, 2024
Odisha
ବିରୋଧୀ ଦଳକୁ ଶାସକ ଦଳର ବିରୋଧୀ ନୁହନ୍ତି ବରଂ ବିକାଶ ବିରୋଧୀ : କାର୍ତ୍ତିକ ପାଣ୍ଡିଆନ
ଓଏନଏଲ୍(ବ୍ୟୁୁରୋ) - ଆସ୍କା ଓ କନ୍ଧମାଳ ଲୋକସଭା ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ଜୋରଦାର ପ୍ରଚାର କରିଛନ୍ତି। କନ୍ଧମାଳ ନିର୍ବାଚନ ଅନ୍ତର୍ଗତ ଭଞ୍ଜନଗରରେ ଦଳୀୟ ପ୍ରାର୍ଥୀ ଡଃ ଅଚ୍ୟୁତ ସାମନ୍ତ ଓ ବିକ୍ରମ କେଶରୀ ଆରୁଖଙ୍କ ପାଇଁ ଭୋଟ ମାଗିଥିବା ବେଳେ, ଆସ୍କା ଲୋକସଭା ପ୍ରାର୍ଥୀ ରଞ୍ଜିତା ସାହୁ, ସାନଖେମୁଣ୍ଡି ବିଧା...
Published on: Thursday, May 02, 2024
Odisha
ଚାଷୀଙ୍କ ପାଇଁ ବିଜେପିର ଦୋମୁହାଁ ନୀତି ଓ କୁମ୍ଭୀର କାନ୍ଦଣା ସସ୍ମିତ ପାତ୍ର
ଓଏନଏଲ୍(ବ୍ୟୁୁରୋ) - ଓଡିଶା ବିଜେପି ସଭାପତି ମନମୋହନ ସାମଲ ଚାଷୀଙ୍କ ବିଷୟରେ ରଖିଥିବା ବକ୍ତବ୍ୟ ତାଙ୍କ କୁମ୍ଭୀର କାନ୍ଦଣାକୁ ଦର୍ଶାଉଛି। ୨୦୧୭ ମାର୍ଚ୍ଚରେ ଓଡିଶା ବିଧାନସଭାରେ ସର୍ବସମ୍ମତିକ୍ରମେ ଧାନ ଏମଏସପି ୨୯୩୦ଟଙ୍କା ବୃଦ୍ଧି କରିବାକୁ ପାରିତ କରାଯାଇଥିଲା। ମନମୋହନ ସାମଲ ବୋଧେ ଭୁଲି ଯାଇଛନ୍ତି ଯେ, ବିଜେପି ବି ସମର୍ଥନ କରିଥିଲେ । ୭ ବର୍ଷ ମଧ୍ୟରେ ଏହି ପ୍ର...
Published on: Thursday, May 02, 2024
Odisha
ଆଉ ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି
ଓଏନଏଲ୍(ବ୍ୟୁୁରୋ) - ଆଉ ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି। ଘଷିପୁରା ଆସନରୁ ଶମ୍ଭୁନାଥ ରାଉତଙ୍କୁ ପ୍ରାର୍ଥୀ କରିଛି ଦଳ । ଭୋଗରାଇ ଆସନରୁ ଆଶିଷ ପାତ୍ର, ଭଣ୍ଡାରିପୋଖରୀରୁ ସୁଧାଂଶୁ ନାୟକ, ବରୀରୁ ଉମେଶ ଚନ୍ଦ୍ର ଜେନା, ବାରବାଟୀ -କଟକରୁ ଡକ୍ଟର ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଓ ବେଗୁନିଆରୁ ପ୍ରକାଶ ଚନ୍ଦ୍ର ରଣବିଜୁଳି ନିର୍ବାଚନ ଲଢ଼ିବେ।...
Published on: Thursday, May 02, 2024
Odisha
ଶେଷ ୩ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲେ ବିଜେଡି ସୁପ୍ରିମୋ
ଓଏନଏଲ୍(ବ୍ୟୁୁରୋ) - ରାଜ୍ୟରେ ବାକି ଥିବା ୩ ବିଧାନସଭା ଆସନ ପାଇଁ ଗୁରୁବାର ପ୍ରାର୍ଥୀ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରେ ବିଜେଡି ପ୍ରାର୍ଥୀ ଦେଇଛି। କୋରେଇରୁ ସନ୍ଧ୍ୟାରାଣୀ ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଥିବା ବେଳେ ନୀଳଗିରିରୁ ସୁକାନ୍ତ ନାୟକ ଏବଂ ଖଣ୍ଡପଡ଼ାରୁ ସାବିତ୍ରୀ ପ୍ର...
Published on: Wednesday, May 01, 2024
Odisha
ପୋଷ୍ୟ ସନ୍ତାନକୁ ମିଳିବ ଅନୁକମ୍ପା ନିଯୁକ୍ତି : ହାଇକୋର୍ଟ
ଓଏନଏଲ୍(ବ୍ୟୁୁରୋ) - ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ତାଙ୍କ ପତ୍ନୀ ପୋଷ୍ୟ ଭାବେ ଗ୍ରହଣ କରିଥିବା ପୁଅଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ମିଳିପାରିବ ବୋଲି ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ମୃତ ସରକାରୀ କର୍ମଚାରୀଙ୍କ ପତ୍ନୀ ପୋଷ୍ୟ ଭାବେ ଗ୍ରହଣ କରିଥିବା ପୁତ୍ରକୁ ଅନୁକମ୍ପାମୂଳକ ନିଯୁକ୍ତି ପ୍ରଦାନ ସପକ୍ଷରେ ରାଜ୍ୟ ପ୍ରଶାସନିକ ଟ୍ରିବୁନାଲ (ସ୍ୟ...
Published on: Wednesday, May 01, 2024
Odisha
ମତଦାନ ପରିପ୍ରେକ୍ଷୀରେ ସ୍ୱାସ୍ଥ୍ୟ ବିଭାଗର ବିଶେଷ ପଦକ୍ଷେପ, ଭୋଟର ଓ ପୋଲିଂ କର୍ମଚାରୀଙ୍କ ଜରୁରୀକାଳୀନ ଚିକିତ୍ସା ବ୍ୟବସ୍ଥା
ଓଏନଏଲ୍(ବ୍ୟୁୁରୋ) - ଚଳିତ ନିର୍ବାଚନ ବେଳେ ପ୍ରଚଣ୍ତ ଗ୍ରୀଷ୍ମତାପର ମୁକାବିଲା ପାଇଁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକାଧିକପଦକ୍ଷେପ ଘୋଷଣା କରାଯାଇଛି। ମତଦାନ ବେଳେ ଭୋଟର ଓ ପୋଲିଂ କର୍ମଚାରୀଙ୍କ ପାଇଁ ପ୍ରତି ବ୍ଲକ/କ୍ଳଷ୍ଟର ସ୍ତରରେ ମୋବାଇଲ ହେଲ୍ଥ ୟୁନିଟ ମୁତୟନ କରାଯିବ। ଏଥିରେ ଜଣେ ଆୟୁଷ ଡାକ୍ତର ଓ ପାରା ମେଡିକାଲ ଷ୍ଟାଫ୍ ରହିବେ । ସେକ୍ଟର ଅଧିକାରୀଙ୍କ ...
Published on: Wednesday, May 01, 2024
Odisha
ଜୁଲାଇ ୩୧ ପର୍ଯ୍ୟନ୍ତ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ, ପର୍ଯ୍ୟଟକଙ୍କୁ ଆସିବାକୁ ବାରଣ
ଓଏନଏଲ୍(ବ୍ୟୁୁରୋ) -କୁମ୍ଭୀରମାନଙ୍କ ପ୍ରଜନନ ଋତୁ ଆରମ୍ଭ ହୋଇଯାଇଥିବାରୁ ଆଜିଠାରୁ(ବୁଧବାର)ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ।ଏହି ସମୟରେ ନଦୀନାଳରେ ଥିବା କୁମ୍ଭୀର ବସାବାନ୍ଧି ଅଣ୍ଡା ଦେବେ। ସେମାନଙ୍କ ଅଣ୍ଡାଦେବା ପ୍ରକ୍ରିୟାରେ ବାଧା ନ ଉପୁଜିବା ପାଇଁ ରାଜନଗର ବନଖଣ୍ଡ ପକ୍ଷରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ...
Published on: Tuesday, April 30, 2024
Odisha
ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଲେ କାଳୁ ଖଣ୍ଡାୟତ, ଟିକେଟ ଘୋଷଣା ପରେ ଥିଲେ ଅସନ୍ତୁଷ୍ଟ
ଓଏନଏଲ୍(ବ୍ୟୁୁରୋ) - ବହୁ ବାଦ ବିବାଦ ପରେ ଶେଷରେ ଆଜି କାଳୁ ଚରଣ ଖଣ୍ଡାୟତ ରାୟ ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସହ ଖୋର୍ଦ୍ଧା ବିଜେପିରୁ ଅନେକ କର୍ମକର୍ତ୍ତା ଇସ୍ତଫା ଦେଇଛନ୍ତି । ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ଟିକେଟ ଘୋଷଣା ପରେ ଅସନ୍ତୁଷ୍ଟ ଥିଲେ କାଳୁଚରଣ । କିଛି ଦିନ ପୂର୍ବରୁ ତାଙ୍କୁ ଟିକେଟ ମିଳିବା ନେଇ ସେ ସୁନିଶ୍ଚି...
Published on: Tuesday, April 30, 2024
Odisha
ହିଞ୍ଜିଳି ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ, ଷଷ୍ଠ ଥର ପାଇଁ ହିଞ୍ଜିଳିରୁ ନିର୍ବାଚନ ଲଢୁଛନ୍ତି ନବୀନ
ଓଏନଏଲ୍(ବ୍ୟୁୁରୋ) - ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ବିଜେଡି ସୁପ୍ରିମୋଙ୍କ ପ୍ରାର୍ଥିପତ୍ର ଦାଖଲ ବେଳେ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ ସମେତ ବିଜେଡିର ବହୁ ନେତା ଓ ବିଭିନ...
1
Recent News
Published on: May 03, 2024
National/International
GST ଆଇନ ଅଧୀନରେ ଗିରଫଦାରୀ ସମ୍ପର୍କରେ ତଥ୍ୟ ଦାଖଲ ପାଇଁ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ମେ ୯ରେ ପରବର୍ତ୍ତୀ ଶୁଣାଣି
Published on: May 03, 2024
National/International
ସମସ୍ତ ରାଜ୍ୟରେ ଯାଞ୍ଚ କରାଯିବ MDH ଓ ଏଭରେଷ୍ଟ ମସଲା
Published on: May 03, 2024
National/International
ରୀତିନୀତି ବିନା ହିନ୍ଦୁ ବିବାହ ଅବୈଧ, ପଞ୍ଜୀକରଣ ଯଥେଷ୍ଟ ନୁହେଁ : ସୁପ୍ରିମକୋର୍ଟ
Published on: May 02, 2024
National/International
CBI ଆମ ନିୟନ୍ତ୍ରଣରେ ନାହିଁ’, ସୁପ୍ରିମକୋର୍ଟଙ୍କୁ କହିଲା କେନ୍ଦ୍ର
Published on: May 02, 2024
National/International
ଅଶ୍ଳୀଳ ଭିଡ଼ିଓ ମାମଲା ! ପ୍ରଜ୍ୱଳ ରେଭାନ୍ନାଙ୍କ ବିରୋଧରେ ଲୁକ୍ଆଉଟ୍ ନୋଟିସ୍ ଜାରି କଲା SIT
Published on: May 01, 2024
National/International
ଅବଦୁଲ କଲାମ ଦ୍ବୀପରୁ ଆଣ୍ଟି ସବମେରାଇନ ମିସାଇଲର ସଫଳ ପରୀକ୍ଷଣ
Published on: May 01, 2024
National/International
BRS ସଭାପତି KCRଙ୍କ ବିରୋଧରେ ECIଙ୍କ କାର୍ଯ୍ୟାନୁଷ୍ଠାନ, ଗଣମାଧ୍ୟମରେ ଦେଇପାରିବେ ନାହିଁ କୌଣସି ବୟାନ
Published on: April 30, 2024
National/International
‘କୋଭିସିଲ୍ଡ’ ଟିକା ଦ୍ବାରା ସୃଷ୍ଟି ହୋଇପାରେ ଘାତକ ପାର୍ଶ୍ଵ ପ୍ରତିକ୍ରିୟା, ଖୋଦ ମାନିଲା ପ୍ରସ୍ତୁତକାରୀ କମ୍ପାନୀ ଆଷ୍ଟ୍ରାଜେନେକା
Published on: April 30, 2024
Sports/Entertainment
T-20 ବିଶ୍ୱକପ୍ : ରୋହିତଙ୍କ ନେତୃତ୍ୱରେ ଭାରତୀୟ ଦଳ ଘୋଷିତ
Published on: April 29, 2024
National/International
ସୁପ୍ରିମକୋର୍ଟରୁ ନିରାଶ ହେଲେ ହେମନ୍ତ ସୋରେନ ! ଜାମିନ ଆବେଦନ ଉପରେ ମେ’ ୬ରେ ହେବ ଶୁଣାଣି
×
Privacy Policy
×
Disclaimer
Copyright © 2024
ODISHANEWSLIVE.COM
. All rights reserved.
Privacy Policy
|
Disclaimer